Masthead

ଓଡ଼ିଆ ଡାକ୍ତର କରିବେ ରାଷ୍ଟ୍ରପତିଙ୍କ ଅପରେସନ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ହେବ ବାଇପାସ ସର୍ଜରୀ । ଆଜି ଦିଲ୍ଲୀସ୍ଥିତ ଏମ୍ସ ହସ୍ପିଟାଲରେ ତାଙ୍କର ସର୍ଜରୀ କରାଯିବ । ଓଡ଼ିଆ ଡାକ୍ତର ଅକ୍ଷୟ କୁମାର ବିଷୋୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅସ୍ତ୍ରୋପଚାର କରିବେ ବୋଲି ସୂଚନା ମିଳିଛି ।

ଗତ ୨୬ ତାରିଖରେ ରାଷ୍ଟ୍ରପତି ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରେ ସେ ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ପ୍ରଥମେ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ଦୁଇଦିନ ନିରୀକ୍ଷଣ ପରେ ବାଇପାସ ସର୍ଜରୀ କରିବା ଲାଗି ଏମ୍ସ ଡାକ୍ତର ପରାମର୍ଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ