ଓଡ଼ିଆ ଡାକ୍ତର କରିବେ ରାଷ୍ଟ୍ରପତିଙ୍କ ଅପରେସନ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ହେବ ବାଇପାସ ସର୍ଜରୀ । ଆଜି ଦିଲ୍ଲୀସ୍ଥିତ ଏମ୍ସ ହସ୍ପିଟାଲରେ ତାଙ୍କର ସର୍ଜରୀ କରାଯିବ । ଓଡ଼ିଆ ଡାକ୍ତର ଅକ୍ଷୟ କୁମାର ବିଷୋୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅସ୍ତ୍ରୋପଚାର କରିବେ ବୋଲି ସୂଚନା ମିଳିଛି ।

ଗତ ୨୬ ତାରିଖରେ ରାଷ୍ଟ୍ରପତି ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ପରେ ସେ ହଠାତ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ପ୍ରଥମେ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ଦୁଇଦିନ ନିରୀକ୍ଷଣ ପରେ ବାଇପାସ ସର୍ଜରୀ କରିବା ଲାଗି ଏମ୍ସ ଡାକ୍ତର ପରାମର୍ଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!