Masthead

ଓଡ଼ିଶାରେ ଏମିତି ଶୈଳୀରେ କିଏ ଧୋତି ପିନ୍ଧେ: କ୍ରିଷ୍ଣା ମହାନ୍ତି

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଗୋପବନ୍ଧୁ ପାର୍କରେ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ତୃଟିପୁର୍ଣ ପ୍ରତିମୂର୍ତ୍ତି କୁ ନେଇ ବିବାଦ ତେଜିବାରେ ଲାଗିଛି । ଅନଗୁଳ ପ୍ରଶାସନ ଗୋଟିଏ ଭୁଲକୁ ଲୁଚାଇବାକୁ ଯାଇ ଏକାଧିକ ଭୁଲ କରିଚାଲିଛି । ଚାରିଆଡୁ ନିନ୍ଦା ଓ ସମାଲୋଚନା ପରେ  ପୌରପାଳିକା ପୋଷାକ ପରିଧାନରେ ପରିବର୍ତ୍ତନ କରିଥିଲା ।

ଦୋଷ ଘୋଡାଇବାକୁ ଯାଇ ନବବାବୁଙ୍କ ପ୍ରତିମୂର୍ତ୍ତିରେ ପ୍ୟାଣ୍ଟ ଉପରେ ଧୋତି ପିନ୍ଧାଇ ଥିବାବେଳେ ଧୋତି ପିନ୍ଧା ଶୈଳୀ ପ୍ରତିମୂର୍ତ୍ତିକୁ ଅଧିକ ବିକୃତ କରୁଥିବା ଅଭିଯୋଗ ହୋଇଛି । ପ୍ରତିମୂର୍ତ୍ତିରେ ପାଦ ଯାଏଁ ଧୋତି ପିନ୍ଧାକୁ ନେଇ ନୂଆ ବିବାଦ ସୃଷ୍ଟି ହୋଇଛି । ଓଡ଼ିଶାରେ ଏମିତି ଶୈଳୀରେ କିଏ ଧୋତି ପିନ୍ଧେ ବୋଲି ନବକୃଷ୍ଣ ଚୌଧୁରୀଙ୍କ ଝିଅ କୃଷ୍ଣା ମହାନ୍ତି ପ୍ରଶ୍ନ କରିଛନ୍ତି । ନବବାବୁଙ୍କ ପ୍ରତିମୂର୍ତ୍ତିକୁ ଏବେ ନାଗପୁରିଆ ଶୈଳୀରେ ପାଦ ଯାଏଁ ଧୋତି ପିନ୍ଧାଇ ଦିଆ ଯାଇଥିବା ସେ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି