Masthead

ଭିଜିଲାନ୍ସ ଜାଲରେ ଓଏସଏପି କମାଣ୍ଡାଣ୍ଟ,ଟଙ୍କା ନେଇ ଯାଉଥିବାବେଳେ ମାଡିବସିଲା ଭିଜିଲାନ୍ସ

କଟକ(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଢେଙ୍କାନାଳ ଓଏସଏପି ଫାଷ୍ଟ ବାଟାଲିୟନ କମାଣ୍ଡାଣ୍ଟ ସୁନୀଲ ବେହେରା । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଢେଙ୍କାନାଳ ସରାକରୀ ବାସଭବନ ସମେତ ୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । ଢେଙ୍କାନାଳରୁ କଟକସ୍ଥିତ ବାସଭବନକୁ ଆସିଲାବେଳେ ମାଡିବସିଲା ଭିଜିଲାନ୍ସ ।

ତାଙ୍କ ପାଖରୁ ନଜଦ ୧ ଲକ୍ଷ ୩୧ ହଜାର ୩୫୫ ଟଙ୍କା ଜବତ କରାଯାଇଛି । ଏହାପେର କଟକ ସ୍ଥିତ ଘରେ ସର୍ଚ୍ଚ କରାଯାଇ ୮ଲକ୍ଷ ୭୦ ହଜାର ଟଙ୍କା ଜବତ ହୋଇଛି । ଢେଙ୍କାନାଳର କାଇମାଟିରେ ଥିବା ଫାଷ୍ଟ ବାଟାଲିୟନରେ ସୁନୀଲ ବେହେରା କମାଣ୍ଡାଣ୍ଟ ଅଛନ୍ତି । ତାଙ୍କ ନାଁରେ ଆଗରୁ ଅନେକ ଅଭିଯୋଗ ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର