Masthead

ଦୁଇ ବସ୍ ମୁହାଁମୁହିଁ ଧକ୍କା , ୧୧ ମୃତ

ଗଞ୍ଚାମ (ବଡ଼ ଖବର ବ୍ୟୁରୋ): ଦିଗପହଣ୍ଡିରେ ଭୟଙ୍କର ଦୁର୍ଘଟଣା । ଓଏସଆରଟି ଓ ଘରୋଇ ବସ ମଧ୍ୟରେ ଧକ୍କା । ଗଂଜାମ ଦିଗପହଣ୍ଡିରେ ଦୁଇ ବସ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୧୧ଜଣଙ୍କ ମୃତ୍ୟୁହୋଇଥିବା ସୂଚନା ମିଳିଛି । ଦୁଇ ବସର ଅନେକ ଯାତ୍ରୀ ଆହତ ମଧ୍ୟ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ ।

ସମସ୍ତ ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆହତଙ୍କ ଚିକିତ୍ସା ପାଇଁ ୩୦ ହଜାର ସହାୟତା ଘୋଷଣା କରିଛନ୍ତି ।ମୃତକଙ୍କ ସର୍ମ୍ପକୀୟଙ୍କୁ ୩ ଲକ୍ଷ ସହାୟତା ରାଶି ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ