Masthead

ପ୍ରଶ୍ନପତ୍ର ତ୍ରୁଟି ପରେ ଓଏସଏସସି ପରୀକ୍ଷା ବାତିଲ

ଭୁବନେଶ୍ୱେର (ବଡ଼ ଖବର ବ୍ୟୁରୋ):  ଓଏସଏସସି ପରୀକ୍ଷା ବାତିଲ । ପ୍ରଶ୍ନପତ୍ର ତ୍ରୁଟି ପରେ ବାତିଲ ହୋଇଛି ଓଏସଏସସି ପରୀକ୍ଷା । ସାନି ପରୀକ୍ଷା ପାଇଁ ଖୁବଶୀଘ୍ର ତାରିଖ ଘୋଷଣା କରାଯିବ । ସେପଟେ ପ୍ରଶ୍ନପତ୍ର ତ୍ରୁଟି ପାଇଁ ଦୁଃଖ ପ୍ରକାଶ କଲା ଓଏସଏସସି । ରବିବାର ଗୃହ ଓ ନଗର ଉନ୍ନୟନ ବିଭାଗର ଆକାଉଂଟାଂଟ ଗ୍ରୁପ୍ ‘ବି’ ପଦବୀ ପାଇଁ ପରୀକ୍ଷା କରିଥିଲା ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ ।

ଗୁଗୁଲ ଟ୍ରାନସଲେଟର ଜରିଆରେ ଇଂରାଜୀ ପ୍ରଶ୍ନ ଗୁଡ଼ିକ ଅନୁବାଦ କରାଯାଇ ଓଡ଼ିଆରେ ପ୍ରଶ୍ନ ପ୍ରସ୍ତୁତ କରାଯାଇଥିଲା । ପ୍ରଶ୍ନପତ୍ରରେ ଉଲ୍ଲେଖ କରାଯାଇଥିବା ଓଡ଼ିଆ ଶଦ୍ଦଗୁଡ଼ିକ ପରୀକ୍ଷାର୍ଥୀଙ୍କୁ ଚକିତ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ