Masthead

OSSC ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ୮ ଜଣ ଦଲାଲ ଗିରଫ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): OSSC ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ୮ ଜଣ ଦଲାଲ ଗିରଫ । ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୮ ଜଣଙ୍କୁ ଗିରଫ କଲା ବାଲେଶ୍ୱର ପୋଲିସ । ୮ ଜଣଙ୍କୁ ଗିରଫ ନେଇ ବାଲେଶ୍ୱର ପୋଲିସ ପକ୍ଷରୁ ସୂଚନା । ଏହି ଘଟଣାରେ ମୋଟ ୨୫ ଜଣଙ୍କୁ ଗିରଫ କଲା ପୋଲିସ । ନିକଟରେ OSSC ଜେଇ ସିଭିଲ୍ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ମାଷ୍ଟରମାଇଣ୍ଡକୁ ଗିରଫ କରାଯାଇଥିଲା । ବିହାରରୁ ମାଷ୍ଟରମାଇଣ୍ଡକୁ ବାଲେଶ୍ୱର ପୋଲିସ ଗିରଫ କରିଥିଲା । ଖାଲି ମାଷ୍ଟରମାଇଣ୍ଡ ନୁହେଁ ତା’ ସହିତ ଅନ୍ୟ ୭ ଅଭିଯୁକ୍ତଙ୍କୁ ମଧ୍ୟ ବିହାରରୁ ଗିରଫ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି