ଓଏସଏସସି ୟୁଏଲବି ଆକାଉଟାଂଟ ପରୀକ୍ଷା ପ୍ରଶ୍ନପତ୍ର ଲିକ ଅଭିଯୋଗ

ଭଦ୍ରକ (ବଡ଼ ଖବର ବ୍ୟୁରୋ):  ପୁଣି ପ୍ରଶ୍ନପତ୍ର ଲିକ୍ ଅଭିଯୋଗ । ପୁଣି ଓଏସଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ର ଲିକ ଅଭିଯୋଗ ହେଇଛି । ଓଏସଏସସି ୟୁଏଲବି ଆକାଉଟାଂଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ କରିଛନ୍ତି ପରୀକ୍ଷାର୍ଥୀ ।

ପ୍ରଶ୍ନପତ୍ର ଲିକ୍ ଅଭିଯୋଗରେ ପରିକ୍ଷାର୍ଥୀମାନେ କରିଛନ୍ତି ବିକ୍ଷୋଭ । ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ଆଗରେ ପରୀକ୍ଷାର୍ଥୀଙ୍କ ବିକ୍ଷୋଭ । ଘଟଣାସ୍ଥଳରେ ପରୀକ୍ଷାର୍ଥୀଙ୍କୁ ବୁଝାସୁଝା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ