Masthead

ଓଟିପି ସେୟାରିଂ ସ୍କାମ, ଓଡ଼ିଶାରୁ ଲମ୍ବିଛି ପାକିସ୍ତାନ ଯାଏଁ ଚେର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଟିପି ସେୟାରିଂ ସ୍କାମକୁ ନେଇ ଚଢାଉ କରିଛି ଏସଟିଏଫ । ୩ ଜଣ ଗିରଫ ହୋଇଛନ୍ତି । ଏହି ତିନି ଜଣଙ୍କୁ ନୟାଗଡ଼ ଓ ଯାଜପୁରରୁ କିରଫ କରିଛି ପୋଲିସ । ଅଭିଯୁକ୍ତ ହେଲେ ପଠାଣୀ ସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ସୌମ୍ୟ ପଟ୍ଟନାୟକ । ସେମାନଙ୍କ ନିକଟରୁ ୧୯ ଟି ମୋବାଇଲ ୪୭ ସିମକାର୍ଡ ଓ ୬୧ ଟି ଏଟିଏମ୍ କାର୍ଡ ଓ ୨୩ଟି ସିମ୍ କଭର ଜବତ କରିଛି ଏସଟିଏଫ୍ ।

ସେପଟେ ଅଭିଯୁକ୍ତଙ୍କ ନେଇ ଅନେକ ପ୍ରଶ୍ନ ପଚରାଯାଇଛି । ସନ୍ତୋଷ ଜନକ ଉତ୍ତର ଦେଇନପାରିବାରୁ ଅଭିଯୁକ୍ତଙ୍କୁ ଗିରଫ କରି ଭୁବନେଶ୍ବର ଏସଡିଜେଏମ୍ କୋର୍ଟରେ ହାଜର କରାଯାଇଛି । ଏହି ଘଟଣାରେ କିଛି ପାକିସ୍ତାନୀ ଗୁଇନ୍ଦା ଅଧିକାରୀ ଓ ଆଇଏସଆଇ ଏଜେଣ୍ଟଙ୍କୁ ଲିଙ୍କ ଜେନେରେଟ କରି ତଥ୍ୟ ଦେଉଥିଲେ ଅଭିଯୁକ୍ତ । ଏଥିପାଇଁ ଭାରତରେ ଥିବା ପାକିସ୍ତାନୀ ଏଜେଣ୍ଟ ମୋଟା ଅଙ୍କର ଅର୍ଥ ଦେଉଥିଲେ ।

ଗତ ବର୍ଷ ରାଜସ୍ଥାନରେ ହନିଟ୍ରାପ ମାମଲାରେ ଧରାପଡ଼ିଥିବା ମହିଳା ପିଆଇଓ ଏଜେଣ୍ଟଙ୍କ ଶହ ଯୋଗାଯୋଗରେ ଥିଲେ ଏହି ୩ ଅଭିଯୁକ୍ତ । ସୋସିଆଲ ମିଡିଆ ପ୍ଳାଟ ଫର୍ମ, ହ୍ୱାଟ୍ସଆପ, ଟେଲିଗ୍ରାମ, ଇନଷ୍ଟା ଗ୍ରାମରେ ବିଭିନ୍ନ ଆକାଉଣ୍ଟ କରି ପାକିସ୍ତାନୀ ଏଜେଣ୍ଟଙ୍କୁ ଲିଙ୍କ ସେୟାର କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ