Masthead

ପରୀକ୍ଷା ପୂର୍ବରୁ ମୋବାଇଲରୁ ମୋବାଇଲ ଘୁରି ବୁଲୁଛି ଓଟିଇଟିର Answer Sheet

ରାୟଗଡ଼ା(ବଡ଼ ଖବର ବ୍ୟୁରୋ): ପରୀକ୍ଷା ପୂର୍ବରୁ ଭାଇରାଲ ହେଲା ଉତ୍ତର ପତ୍ର । ସାରା ଓଡ଼ିଶାରେ ଆଜି ଓଟିଇଟି ପରିକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଉତ୍ତର ପତ୍ର ନାମରେ ଦୁଇଟି କାଗଜ ଏବେ ଭାଇରଲ ହେବାରେ ଲାଗିଛି। ସକାଳ ୮ଟାରୁ ମୋବାଇଲକୁ ମୋବାଇଲ ଘୁରି ବୁଲିଛି ଏହି ଉତ୍ତର । ଗଣିତ , ଓଡ଼ିଆ, ଇଂରାଜୀ , ସି ଡି ପି ଏହିଭଳି ୪ଟି ବିଷୟର ପ୍ରାୟ ୧୦୦ ଟି ଉତ୍ତର ଥିବା ଦୁଇଟି କାଗଜ ପ୍ରତ୍ୟେକ ଦୋକାନରେ ହେଉଛି ଜେରକ୍ସ। ଜି ପି ଏସ ଲୋକେସନ୍ ଦିଆଯାଇ ସକାଳ ୮ ଟା ବେଳେ ଉଠାଯାଇଥିବା ଦୁଇଟି ଫୋଟ ଏବେ ଭାଇରାଲ ହେଉଛି। ଆମ ପାଖରୁ କୌଣସି ଲିକ ହୋଇନାହିଁ ବୋଲି ଜିଲ୍ଲା ଶିକ୍ଷାଧିକାରୀ କହୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା