Masthead

‘ଆମ ବିଧାୟକ ତାଙ୍କ ଲିଙ୍କରେ ଅଛନ୍ତି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେପି ସମ୍ପର୍କରେ ବିଜେଡିର ୧୧୭ ବିଧାୟକ ଲିଙ୍କ ଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ଦେଲେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ । କହିଛନ୍ତି ସାଧାରଣ ନିର୍ବାଚନ ପୂର୍ବରୁ ଏମିତି ଚର୍ଚ୍ଚା ହେବା ସ୍ଵଭାବିକ। ଆମ ବିଧାୟକ ତାଙ୍କ ଲିଙ୍କରେ ଅଛନ୍ତି। ତାଙ୍କ ବିଧାୟକ ମଧ୍ୟ ଆମ ଲିଙ୍କରେ ଅଛନ୍ତି। ନିର୍ବାଚନ ଆସିଲେ ବିଭିନ୍ନ ଚର୍ଚ୍ଚା ଆରମ୍ଭ ହୁଏ। ୨୦୧୯ ନିର୍ବାଚନ ପୂର୍ବରୁ ମଧ୍ୟ ଏମିତି ଚର୍ଚ୍ଚା ହେଉଥିଲା। ହେଲେ ଫଳ ଆପଣମାନେ ଜାଣିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା