Masthead

ଆମର ଗର୍ବ ହେଉଛି ଭାରତର କୃଷକ : ମଲ୍ଲିକାର୍ଜୁନ ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):   ବିଲରେ ପହଞ୍ଚିଲେ ଧାନ ରୋଇଲେ । କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି ଶନିବାର ସକାଳେ ଦିଲ୍ଲୀରୁ ଶିମଲା ଅଭିମୁଖେ ଯାତ୍ରା କରିଥିଲେ। କୁଣ୍ଡଲି ସୀମାରେ ପହଞ୍ଚିବା ପରେ ସେ ହଠାତ୍ କାର୍ଯ୍ୟକ୍ରମ ବଦଳାଇ ସୋନିପତ ଅଭିମୁଖେ ଯାତ୍ରା କରିଥିଲେ । ଗ୍ରାମରେ ବିଲରେ ଚାଷୀଙ୍କୁ ଦେଖି ଚାଷ ବିଷୟରେ ଜାଣିବା ପାଇଁ ବିଲ ଭିତରକୁ ଯାଇଥିଲେ । ପରେ କ୍ଷେତରେ ନିଜେ ଶ୍ରମିକମାନଙ୍କ ସହିତ ଧାନ ଲଗାଇବା ଆରମ୍ଭ କରିଥିଲେ । ଖାଲି ସେତିକି ନୁହେଁ ନିଜେ ଟ୍ରାକ୍ଟର ଚଲାଇଥିଲେ ।

ଯାହାକୁ ନେଇ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡଗେ ଟ୍ୱିଟ କରିଛନ୍ତି । ଆଉ କହିଛନ୍ତି ଆମର ଗର୍ବ ହେଉଛି ଭାରତର କୃଷକ । ସମସ୍ତଙ୍କୁ ଏକାଠି କରିବାକୁ ହେବ । ସମସ୍ତଙ୍କୁ ସାଙ୍ଗରେ ନେଇ ଚାଲିବାକୁ ହେବ । ହରିୟାଣା ସୋନିପଥରେ ଆମ ଅନ୍ନଦାତାମାନଙ୍କ ପରିଶ୍ରମ ଦେଖିବାକୁ ମିଳିଥିଲା । ଯେଉଁଠି ରାହୁଲ ଗାନ୍ଧି ମଧ୍ୟ ତାଙ୍କ ସହ ମିଶି ଆଲୋଚନା କରିଥିଲେ । ଯାହା କଂଗ୍ରେସ ନେତାଙ୍କ ସମ୍ବେଦନଶୀଳତାର ପରିଚୟ ଦେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା