Masthead

ଯବାନଙ୍କ ସହିଦ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଉପରେ ବର୍ଷିଲେ ଓୱାଇସି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀରରେ ଧାରା ୩୭୦ ହଟିବାକୁ ଚାରି ବର୍ଷ ଶେଷ ହେବା ପରେ ଏଆଇଏମ୍ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱାଇସି କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି । ସେ କହିଛନ୍ତିି ଯେ ଆମର ତିନିଜଣ ଯବାନଙ୍କୁ ପାକିସ୍ତାନର ଆତଙ୍କବାଦୀମାନେ ହତ୍ୟା କରିଛନ୍ତି । ଏବଂ ଆପଣ ସେମାନଙ୍କ ସହ (ପାକିସ୍ତାନ) ବିଶ୍ୱକପ ମ୍ୟାଚ୍ ଖେଳିବା । କାହିଁକି ଏ ପ୍ରସଙ୍ଗରେ କାହିଁକି ଉତ୍ତେଜନା ହେଉ ନାହିଁ । କାରଣ ନରେନ୍ଦ୍ର ମୋଦୀ ଆମ ଦେଶର ପ୍ରଧାନମନ୍ତ୍ରୀ ।

ବିଜେପି ସରକାର ମଧ୍ୟ । ସେ ଆହୁରି ମଧ୍ୟ କହିଛନ୍ତି ଜାନୁୟାରୀ ୨୦୨୧ ରୁ ମେ ୨୦୨୩ ପର୍ଯ୍ୟନ୍ତ କାଶ୍ମୀରରେ ୨୫୧ ଟି ଆତଙ୍କବାଦୀ ଘଟଣା ଘଟିଛି। ବହୁ ସଂଖ୍ୟକ ସାଧାରଣ ନାଗରିକଙ୍କର ମୃତ୍ୟୁ ମଧ୍ୟ ଳହୋଇଛି । ଏ ସବୁ କାହିଁକି ହେଉଛି । ଏହା ପୂର୍ବରୁ ୨୦୨୧ ରେ ଆମର ପାଞ୍ଚଜଣ ଯବାନ ସହିଦ ହୋଇଥିଲେ । ଏବଂ ଆମେ ପୁଣି ପାକିସ୍ତାନ ସହିତ ମ୍ୟାଚ୍ ଖେଳିବାକୁ ଯାଇଥିଲୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା