Masthead

ବାହାରେ କନସଲଟାନ୍ସି ସେଣ୍ଟର ବୋର୍ଡ, ଆଉ ଭିତରେ….

(ବଡ଼ ଖବର ବ୍ୟୁରୋ):  ବାହାରେ ଲାଗିଥିଲା କନସଲଟାନ୍ସି ସେଣ୍ଟରର ବୋର୍ଡ । ଆଉ ଭିତରେ ଚାଲିଥିଲା ସେକ୍ସ ରାକେଟ । ତାହା ପୁଣି ଆଉ କେଉଁଠି ନୁହେଁ, ରାଜଧାନୀର ମଞ୍ଚେଶ୍ୱର ସତ୍ୟ ବିହାର ଅଞ୍ଚଳରେ । ତେବେ ପୋଲିସ ଏ ନେଇ କୌଣସି ସୁରାଗ ପାଇ ପାରୁ ନଥିବା ବେଳେ ଜଣେ ଯୁବତୀଙ୍କ ଅଭିଯୋଗ ପରେ ଏବେ ପୋଲିସ ଛାନଭିନ କରୁଛି ।

ପୋଲିସ ସେହି ସେଣ୍ଟରର ମାଲିକକୁ ଗିରଫ କରିଥିବା ବେଳେ ୪ ଯୁବତୀଙ୍କୁ ଉଦ୍ଧାର କରିଛି । ସୂଚନା ଅନୁଯାୟୀ, ଚାକିରୀର ପ୍ରଲୋଭନ ଦେଖାଇ ମଞ୍ଚେଶ୍ୱର ସତ୍ୟ ବିହାର ଅଞ୍ଚଳରେ ଏକ କନସଲଟାନ୍ସି ସେଣ୍ଟରରେ ଭର୍ତ୍ତି କରାଯାଉଥିଲା । ସେମାନେ ସେଠାକୁ ଯିବା ପରେ ସେମାନଙ୍କୁ ଜବରଦସ୍ତି ସେକ୍ସ ରାକଟରେ ଭର୍ତ୍ତି କରାଯାଉଥିଲା । ଦୀର୍ଘଦିନ ହେଲା ଏଭଳି କାମ ସେଠାରେ ଚଲୁଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା