Masthead

ଏପଟେ ବାହାଘର, ସେପଟେ ପରିବାର ଲୋକ କରୁଛନ୍ତି ଝିଅର ଶୁଦ୍ଧିକ୍ରିୟା

ରାଜକନିକା (ବଡ଼ ଖବର ବ୍ୟୁରୋ): ଗୋଟାଏ ପଟେ ଝିଅ ମନ୍ଦିରରେ ପ୍ରେମ ବିବାହ କରି ତାର ଦୀର୍ଘ ଦିନର ପ୍ରେମ ସମ୍ପର୍କକୁ ପରିଚୟ ଦେଉଥିବା ବେଳେ ଅନ୍ୟ ପଟେ ଦୁଇଶହ ମିଟର ଦୂରରେ ଝିଅକୁ ଶୁଦ୍ଧି ହେଲେ ପରିବାର ଲୋକ। ଗୌଡ଼ପାଟଣା ମୈାଜାର ରାଜେନ୍ଦ୍ର ଓ ଦିପାଞ୍ଜଳିଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା । ହେଲେ ଏହାକୁ ବିରୋଧ କରୁଥିଲେ ଯୁବତୀଙ୍କ ପରିବାର । ପରିବାରର ବିରୋଧ ପରେ ଉଭୟ ମନ୍ଦିରରେ ବିବାହ କରିଥିଲେ । ବିବାହରେ ଯୁବକଙ୍କ ପରିବାର ସାମିଲ ହୋଇଥିବା ବେଳେ ସେପଟେ ଝିଅର ପରିବାର ଲୋକ ଶୁଦ୍ଧି ହୋଇଛନ୍ତି । ଗୋଟିଏ ପଟେ ପୁଅ ଘରେ ଭୋଜି ଭାତ ଚାଲିଥିବାବେଳେ ୨୦୦ ମିଟର ଦୂରରେ ଝିଅ ଘରେ ଚାଲିଥିଲା ଶୁଦ୍ଧିକ୍ରିୟା । ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ