ତୃତୀୟ ଦିନରେ ଆଉଟ ସୋସିଂ କର୍ମଚାରୀଙ୍କ ଧାରଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ତୃତୀୟ ଦିନରେ ଆଉଟ ସୋସିଂ କର୍ମଚାରୀଙ୍କ ଧାରଣା । ପ୍ରଚଣ୍ଡ ଖରାରେ ଧାରଣା ଦେଇଛନ୍ତି ହଜାର ହଜାର ଆଉଟ ସୋସିଂ କର୍ମଚାରୀ । ରାଜଧାନୀରେ ଆନ୍ଦୋଳନରେ ବସିଛନ୍ତି ଆଉଟସୋର୍ସିଂ କର୍ମଚାରୀ । ଶନିବାରଠୁ ଆନ୍ଦୋଳନରେ ବସିଛନ୍ତି । ହେଲେ ଏଯାଏଁ ତାଙ୍କର ଦାବି ପୂରଣ ହୋଇନାହିଁ । ୧୦ ଦଫା ଦାବି ନେଇ ଗାନ୍ଧୀମାର୍ଗରେ ଓଡ଼ିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଂଘ ଆନ୍ଦୋଳନ ଚଳାଇଛନ୍ତି ।

ସରକାରୀ ସ୍ତରରେ ଆଲୋଚନା ପାଇଁ ବ୍ୟବସ୍ଥା କରାଯାଇ ନଥିବାରୁ ଆଜିଠୁ ମହାସଂଘ କାର୍ୟ୍ୟବନ୍ଦ ଆନ୍ଦୋଳନ କରିବ ବୋଲି ନିଷ୍ପତ୍ତି ନେଇଛି । ଗ୍ରୁପ୍-ବି, ସି ଓ ଡିରେ ଖାଲିଥିବା ମୋଟ ୨ଲକ୍ଷ ୩୦ ହଜାର ପଦରେ ଆଉଟସୋର୍ସି କର୍ମଚାରୀମାନଙ୍କୁ ନିୟମିତ ନିଯୁକ୍ତି, ନିୟମିତ ଆଦେଶ ବାହାରିବା ପର୍ୟ୍ୟନ୍ତ ଚାକିରି ନିରାପତା ଓ ଦରମା ବୃଦ୍ଧି, ଛଟେଇ କର୍ମଚାରୀଙ୍କୁ ପୁନଃନିଯୁକ୍ତି ପାଇଁ ମହାସଂଘ ପକ୍ଷରୁ ଦାବି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ