Masthead

ଭୂସ୍ଖଳନ ପରେ ଉତ୍ତର ସିକ୍କିମରୁ ଉଦ୍ଧାର ହେଲେ ୧୨ଶହରୁ ଅଧିକ ପର୍ଯ୍ୟଟକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତର ସିକିମରେ ଭୂସ୍ଖଳନ ପରେ ଫସି ରହିଥିବା ୧୨ ଶହରୁ ଅଧିକ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଯବାନ । ଏହି ଭୟଙ୍କର ଭୂସ୍ଖଳନରେ ୯ଜଣଙ୍କ ମୃତ୍ୟୁ ହୋଇଛି । ଭୂସ୍ଖଳନ ପରେ କିଛି ଲୋକ ଉଦ୍ଧାର ହୋଇଥିବାବେଳେ ଆହୁରି କିଛି ପର୍ଯ୍ୟଟକ ଫସି ରହିଥିବା ଜଣାପଡିଛି । ତେବେ ଖୁବଶୀଘ୍ର ସେମାନଙ୍କୁ ଉଦ୍ଧାର କରାଯିବ ବୋଲି ସେନା ପକ୍ଷରୁ ସୂଚନା ମଳିଛି ।

ସୂଚନା ଅନୁସାରେ ଉତ୍ତର ସିକ୍କିମର ମଙ୍ଗନ ଜିଲ୍ଲା ଲାଚୁଙ୍ଗ ଅଞ୍ଚଳରେ ୧୨ ତାରିଖରେ ହୋଇଥିଲା ବଡ଼ ଧରଣର ଭୂସ୍ଖଳନ । ଯାହା ଫଳରେ ୧୨ ଶହରୁ ଅଧିକ ପର୍ଯ୍ୟଟକ ସେଠାରେ ଫସି ରହିଥିଲେ । ସେନା ସହ ଏନଡିଆରଏଫ, ଏସଡିଆରଏଫ ଓ ବର୍ଡର ରୋଡ୍ ଅର୍ଗାନାଇଜେସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା । ପ୍ରବଳ ବର୍ଷା କାରଣରୁ ଉଦ୍ଧାର କାର୍ଯ୍ୟ ବଡ଼ ଚାଲେଞ୍ଜ ରହିଥିଲା । ପ୍ରାୟ ୭ ଦିନର ଅପରେସନ ପରେ ପର୍ଯ୍ୟଟକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି