ବ୍ରିଜ ତଳକୁ ଓଲଟିଲା ବସ, ୧୫ ମୃତ

ମଧ୍ୟପ୍ରଦେଶ (ବଡ଼ ଖବର ବ୍ୟୁରୋ): ବ୍ରିଜ ତଳକୁ ଓଲଟିଲା ବସ, ୧୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳ ୨୦ ଜଣ ଗୁରୁତର ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି ମଧ୍ୟପ୍ରଦେଶର ଖାର୍ଗୋନ ଜିଲାରେ । ବୋରାଡ ନଦୀ ବ୍ରିଜରୁ ମଙ୍ଗବଳାର ଏକ ଯାତ୍ରୀବାହୀ ବସ୍‌ ଖସିପଡିଛି। ଦୁର୍ଘଟଣା ସମୟରେ ବସରେ ୫୦ରୁ ଅଧିକ ଯାତ୍ରୀ ଥିବା ଜଣାପଡିଛି।

ବସଟି ଇନ୍ଦୋରକୁ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ମୃତ୍ୟୁ ସଂଖ୍ୟା ଆଗକୁ ବଢିପାରେ ବୋଲି କୁହାଯାଉଛି। ବସ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ