Masthead

ୱାୟାନାଡରୁ ନୁହେଁ ହାଇଦ୍ରାବାଦରୁ ପ୍ରତିଦ୍ୱନ୍ଦ୍ୱିତା କରି ଦେଖାଅ: ଅସଦୁଦ୍ଦିନ ଓୱେସି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କୁ ଚ୍ୟାଲେଞ୍ଜ ଦେଇଛନ୍ତି ଅଲ ଇଣ୍ଡିଆ ମଜଲିସ-ଇ-ଇଥାହାଦୁଲ ମୁସଲିମ (ଏଆଇଏମଆଇଏମ) ମୁଖ୍ୟ ଅସଦୁଦ୍ଦିନ ଓୱେସି । କହିଛନ୍ତି ଆଗାମୀ ଲୋକସଭା ନିର୍ବାଚନରେ ୱାୟାନାଡରୁ ନୁହେଁ ବରଂ ହାଇଦ୍ରାବାଦରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚ୍ୟାଲେଞ୍ଜ କରିଛନ୍ତି।

ଓୱେସି ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ହାଇଦ୍ରାବାଦରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି କହିଛନ୍ତି ଉତ୍ତରପ୍ରଦେଶର ଅଯୋଧ୍ୟାରେ କଂଗ୍ରେସ ଶାସନ ସମୟରେ ବାବ୍ରି ମସଜିଦ ଭାଙ୍ଗି ଦିଆଯାଇଥିଲା। ମୁଁ ତୁମର ନେତା (ରାହୁଲ ଗାନ୍ଧୀ)କୁ ୱାୟାନାଡରୁ ନୁହେଁ ବରଂ ହାଇଦ୍ରାବାଦରୁ ନିର୍ବାଚନ ଲଢିବାକୁ ଚ୍ୟାଲେଞ୍ଜ କରୁଛି। ଏଠାକୁ ଆସ ଏବଂ ମୋ ବିପକ୍ଷରେ ଲଢ। କଂଗ୍ରେସ ଲୋକମାନେ ବହୁତ କିଛି କହିବେ, କିନ୍ତୁ ମୁଁ ପ୍ରସ୍ତୁତ ଅଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ