Masthead

ଅକ୍ସିଜେନ ପ୍ଲାଣ୍ଟରେ ନିଆଁ, ୬ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଅକ୍ସିଜେନ ପ୍ଲାଣ୍ଟରେ ଅଗ୍ନିକାଣ୍ଡ, ୬ମୃତ ଓ ୩୦ ଆହତ । ଦକ୍ଷିଣପୂର୍ବ ବାଂଲାଦେଶର ଚିତାଗଙ୍ଗ ସୀତାକୁଣ୍ଡ ଉପଜିଲ୍ଲା କଦମ ରସୁଲ ଅକ୍ସିଜେନ ପ୍ଲାଣ୍ଟରେ ବିସ୍ଫୋରଣ ପରେ ଘଟିଛି ଅଗ୍ନିକାଣ୍ଡ । ଅକ୍ସିଜେନ ପ୍ଲାଣ୍ଟରେ ଅଚାନକ ବିସ୍ଫୋରଣ ହୋଇ ନିଆଁ ବ୍ୟାପିଯାଇଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି ଏବଂ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ସ୍ଥାନୀୟ ସରକାରୀ ଅଧିକାରୀ ସହଦତ୍ତ ହୁସେନ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ