Masthead

ବାତ୍ରା ହସ୍ପିଟାଲରେ ଅକ୍ସିଜେନ୍ ଅଭାବ

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ): ଦିଲ୍ଲୀର ବାତ୍ରା ହସ୍ପିଟାଲରେ ଅକ୍ସିଜେନ୍ ନାହିଁ । ଭେଣ୍ଟିଲେଟରରେ ଖୁବ କମ ରୋଗୀଙ୍କୁ ରଖାଯାଇଛି । ଅନ୍ୟତ୍ର ଚାଲିଯିବାକୁ ରୋଗୀମାନଙ୍କୁ ଡାକ୍ତରଖାନା କର୍ତ୍ତୃପକ୍ଷ ପରାମର୍ଶ ଦେଇଛନ୍ତି । ଏହି ଡାକ୍ତରଖାନାରେ ଦୈନିକ ୮୦୦୦ ମେଟ୍ରିକ ଟନ ଅକ୍ସିଜେନ୍ ଆବଶ୍ୟକ । ମାତ୍ର ମହଜୁଦ ଅଛି ୫୦୦ ମେଟ୍ରିକ ଟନ । ଅକ୍ସିଜେନ୍ ଯୋଗାଇବା ପାଇଁ ଡାକ୍ତରଖାନା କର୍ତ୍ତୃପକ୍ଷ ପ୍ରଶାସନ ନିକଟରେ ଗୁହାରି କରୁଥିଲେ ମଧ୍ୟ କେହି ଶୁଣୁନାହାନ୍ତି ବୋଲି ଏମଡି ଡାକ୍ତର ଏସସିଏଲ ଗୁପ୍ତା କହିଛନ୍ତି । ତେବେ ପ୍ରଶାସନ ଏହି ଡାକ୍ତରଖାନାକୁ ଆବଶ୍ୟକତାଠାରୁ କମ ଅକ୍ସିଜେନ୍ ଯୋଗାଇ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା