Masthead

ଜାମିନ ପାଇଁ ହାଇକୋର୍ଟ ଗଲେ ପ୍ରଶାନ୍ତ

କଟକ (ବଡ଼ ଖବର ବ୍ୟୁରୋ) : ପୁଣି ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ନିମ୍ନ ଅଦାଲତରେ ଜାମିନ ଖାରଜ ହୋଇଥିବା ବେଳେ ଏବେ ପୁଣି ଥରେ ସେ ହାଇକୋର୍ଟରେ ବେଲ୍ ଆବେଦନ କରିଛନ୍ତି । ପୂର୍ବରୁ ଆଗୁଆ ଜାମିନ ଲୋଡ଼ି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ପ୍ରଶାନ୍ତ ଜଗଦ୍ଦେବ ।

ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସେ ନିମ୍ନ ଅଦାଲତରେ ହାଜର ହୋଇଥିଲେ । ପ୍ରଶାନ୍ତଙ୍କ ନାଁରେ ବାରମ୍ବାର ଗୁଣ୍ଡାଗିରିର ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନେଇଥିଲା ବିଜେଡ଼ି । ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିଲା । ତେବେ ଫେରାର ଥିବା ପ୍ରଶାନ୍ତ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଅବେଦନ କରିଥିଲେ । ଯାହାକୁ କୋର୍ଟ ଖାରଜ କରିଦେବା ସହ ନିମ୍ନକୋର୍ଟରେ ହାଜର ହୋଇ ଜାମିନ ଅବେଦନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା