Masthead

ପିଭି ସିନ୍ଧୁଙ୍କୁ ପଦ୍ମଭୂଷଣ

(ବଡ଼ ଖବର ବ୍ୟୁରୋ)  ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ପାଇଲେ ପଦ୍ମଭୂଷଣ ପୁରସ୍କାର । ପିଭି ଦୁଇ ଦୁଇ ଥର ଅଲିମ୍ପିକରେ ପଦକ ହାସଲ କରି ଦେଶ ପାଇ ଗୌରବ ଆଣିଛନ୍ତି । ଆଜି ତାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ଆଜି ଦିଲ୍ଲୀ ରାଷ୍ଟ୍ର ଭବନରେ ଆୟୋଜିତ ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ସାମିଲ ଥିଲେ ।

ସୂଚନା ଅନୁଯାୟୀ ଗତ ବର୍ଷ ପିଭି ସିନ୍ଧୁ ବିଶ୍ୱ ଚମ୍ପିଅନସିପ୍ ଜିତିଥିଲେ । ୨୦୧୬ରେ ରିଓରେ ଆୟୋଜିତ ଅଲିମ୍ପିକ୍ସରେ ସେ ରୋପ୍ୟ ପଦକ ଜିତିଥିଲେ । ୨୦୧୫ ରେ ତାଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଥିଲା । ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ସିନ୍ଧୁ ବ୍ରୋଞ୍ଜ ପଦକ ଜିତିଥିଲେ । ତେବେ ପିଭି ହେଉଛନ୍ତି ପ୍ରଥମ ଭାରତୀୟ ମହିଳା ଯିଏକି ଦୁଇଟି ଅଲିମ୍ପିକ୍ ମେଡାଲ ଜିତିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ