Masthead

ପିଭି ସିନ୍ଧୁଙ୍କୁ ପଦ୍ମଭୂଷଣ

(ବଡ଼ ଖବର ବ୍ୟୁରୋ)  ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ପାଇଲେ ପଦ୍ମଭୂଷଣ ପୁରସ୍କାର । ପିଭି ଦୁଇ ଦୁଇ ଥର ଅଲିମ୍ପିକରେ ପଦକ ହାସଲ କରି ଦେଶ ପାଇ ଗୌରବ ଆଣିଛନ୍ତି । ଆଜି ତାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ଆଜି ଦିଲ୍ଲୀ ରାଷ୍ଟ୍ର ଭବନରେ ଆୟୋଜିତ ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ସାମିଲ ଥିଲେ ।

ସୂଚନା ଅନୁଯାୟୀ ଗତ ବର୍ଷ ପିଭି ସିନ୍ଧୁ ବିଶ୍ୱ ଚମ୍ପିଅନସିପ୍ ଜିତିଥିଲେ । ୨୦୧୬ରେ ରିଓରେ ଆୟୋଜିତ ଅଲିମ୍ପିକ୍ସରେ ସେ ରୋପ୍ୟ ପଦକ ଜିତିଥିଲେ । ୨୦୧୫ ରେ ତାଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଥିଲା । ଟୋକିଓ ଅଲିମ୍ପିକ୍ସ ୨୦୨୦ରେ ସିନ୍ଧୁ ବ୍ରୋଞ୍ଜ ପଦକ ଜିତିଥିଲେ । ତେବେ ପିଭି ହେଉଛନ୍ତି ପ୍ରଥମ ଭାରତୀୟ ମହିଳା ଯିଏକି ଦୁଇଟି ଅଲିମ୍ପିକ୍ ମେଡାଲ ଜିତିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା