Masthead

ବାଲୁକା କଳା ମାଧ୍ୟମରେ ୭୭ତମ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ(ବଡ଼ ଖବର ବ୍ୟୁରୋ): ବାଲୁକା କଳା ମାଧ୍ୟମରେ ସ୍ୱାଧୀନତା ଦିବସର ଶୁଭେଚ୍ଛା ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ୭୭ତମ ସ୍ୱାଧୀନତା ଦିବସ ଅବସରରେ ସୁନ୍ଦର ବାଲୁକାକଳା ମାଧ୍ୟମରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ।

ଏହି ବାଲୁକା କଳା ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ ଜମିଛି । ବାଲୁକା କଳାରେ ଭାରତ ଜାତୀୟ ପତାକା ସହ ଐତିହ୍ୟ କୀତ୍ତିରାଜି ଓ କଳା ସଂସ୍କୃତିକୁ ସ୍ଥାନିତ କରିଥିବାବେଳେ ଚନ୍ଦ୍ରଯାନ-୩ର ସଫଳ ଯାତ୍ରାକୁ ସ୍ଥାନ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା