Masthead

ପାକିସ୍ତାନର ଏୟାରଷ୍ଟ୍ରାଇକ, ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନର ଏୟାରଷ୍ଟ୍ରାଇକ୍‌ ଘଟଣା । ମୃତ୍ୟୁସଂଖ୍ୟା ୪୬କୁ ବୃଦ୍ଧି । କାଲି ଆଫଗାନିସ୍ତାନର ବରମଲରେ ଏୟାରଷ୍ଟାଇକ କରିଥିଲା ପାକିସ୍ତାନ । ୪୬ ମୃତକଙ୍କ ମଧ୍ୟରେ ଅଧିକାଂଶ ଶିଶୁ ଓ ମହିଳା ଥିବା ଜଣାପଡ଼ିଛି । ବରମଲର ମୁର୍ଗ ବଜାରରେ ପାକିସ୍ତାନୀ ବିମାନରୁ ବୋମା ମାଡ଼ ହୋଇଥିଲା । ମଙ୍ଗଳବାର ରାତି ଅଧିଆ ପଡୋଶୀ ଆଫଗାନିସ୍ତାନର କିଛି ତାଲିବାନ ଠିକଣା ଉପରେ ଆକ୍ରମଣ କରିଥିଲା ପାକିସ୍ତାନ । ପାକିସ୍ତାନର ଏହି ଆକ୍ରମଣରେ ତାଲିବାନର ଅନେକ ଆଡ୍ଡା ନଷ୍ଟ ହୋଇଛି ।

ସୀମାବର୍ତ୍ତୀ ଅଞ୍ଚଳ ପାକ୍ତିକା ପ୍ରାନ୍ତର ବରମଲ ଜିଲ୍ଲାରେ ଏହି ଏୟାରଷ୍ଟ୍ରାଇକ କରାଯାଇଛି । ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ପାକିସ୍ତାନର ଯୁଦ୍ଧବିମାନ ଏହି ଏୟାରଷ୍ଟ୍ରାଇକ କରିଛି । ଏହି ଆକ୍ରମଣ ପରେ ଉଭୟ ଦେଶ ମଧ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି । ଏହି ଆକ୍ରମଣର ପ୍ରତି ଜବାବ ଦିଆଯିବ ବୋଲି ଆଫଗାନିସ୍ତାନ ପକ୍ଷରୁ କୁହାଯାଇଛି । ଯେକୌଣସି ସମୟରେ ପ୍ରତିଶୋଧ ନେବୁ ବୋଲି କହିଛନ୍ତି ତାଲିବାନ୍ ଆଗ୍ୟନ୍ତରୀଣ ମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ