Masthead

‘ଇନସାନିୟତ’ ଓ ‘କାଶ୍ମୀରିୟତ’ ଉପରେ ଆକ୍ରମଣ

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ) :‘ଇନସାନିୟତ’ ଏବଂ ‘କାଶ୍ମୀରିୟତ’ ଉପରେ ଆକ୍ରମଣ । ଭାରତରେ ସାମ୍ପ୍ରଦାୟିକ ସଂଘର୍ଷ ସୃଷ୍ଟି କରିବା ଥିଲା ପାକିସ୍ତାନର ଉଦ୍ଦେଶ୍ୟ । କାଶ୍ମୀର ଲୋକଙ୍କ ଜୀବିକା ମାରିବାକୁ ଚାହିଁଥିଲା ପାକିସ୍ତାନ । ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କରିବା ସହ ପାକିସ୍ତାନକୁ କଡ଼ା ଭାଷାରେ ନିନ୍ଦା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜମ୍ମୁ କାଶ୍ମୀର ଚେନାବ ନଦୀ ଉପରେ ବିଶ୍ୱର ସର୍ବୋଚ୍ଚ ସେତୁର ଲୋକାର୍ପଣ ସମୟରେ ପାକିସ୍ତାନ ଉପରେ ଏଭଳି ଶାଣିତ ଆକ୍ରମଣ କରିଛନ୍ତି ମୋଦି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା