Masthead

ପୋଲିସ-ପିଟିଆଇ କର୍ମୀ ହାତାହାତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗିରଫଦାରୀକୁ ବିରୋଧ କରି ପୋଲିସ ଓ ପିଟିଆଇ କର୍ମୀ ମୁହାଁମୁହିଁ । ତୋଷଖାନା ମାମଲାରେ ପୋଲିସ ଇମ୍ରାନଙ୍କୁ ଗିରଫ କରିବା ପାଇଁ ମଙ୍ଗଳବାର ଲାହୋରସ୍ଥିତ ତାଙ୍କ ଜମାନ୍‌ ପାର୍କ ବାସଭବନରେ ପହଞ୍ଚଥିଲା। ସେଠାରେ ଉପସ୍ଥିତ ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ୍‌ (ପିଟିଆଇ) ସମର୍ଥକମାନେ ଗିରଫଦାରିକୁ ବିରୋଧକରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।

ବିକ୍ଷୋଭ ବେଳେ ପୋଲିସ ଓ ସମର୍ଥକଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ଦେଖିବାକୁ ମିଳିଥିଲା। ତେବେ ଇମ୍ରାନ୍‌ ଇସ୍‌ଲାମାବାଦ୍‌ ହାଇକୋର୍ଟରୁ ସୁରକ୍ଷାତ୍ମକ ଜାମିନ ହାସଲ କରିଥିବାରୁ ପୋଲିସ ତାଙ୍କୁ ଗିରଫ କରିପାରି ନାହିଁ। ଆଜି ସକାଳୁ ମଧ୍ୟ ପୋଲିସ ଏବଂ ଇମ୍ରାନ ଖାନଙ୍କ ସମର୍ଥକଙ୍କ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଛି । ପୁଲିସ ଉପରକୁ ଇମ୍ରାନଙ୍କ ସମର୍ଥକ ପଥରମାଡ଼ କରିଥିବା ଜଣାପଡିଥିବାବେଳେ ପୋଲିସ୍ ତରଫରୁ ଲୁହବୁହା ଗ୍ୟାସ ପ୍ରୟୋଗ କରାଯାଇଥିବାର ଭିଡିଓ ସାମନାକୁ ଆସିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା