Masthead

ଆସିକାରେ ଉଡ଼ିଲା ପାକିସ୍ତାନ ପତାକା

ଆସିକା (ବଡ଼ ଖବର ବ୍ୟୁରୋ): ଆସିକା ଜାମିଆ ମସଜିଦ ଠାରେ ପାକିସ୍ତାନ ପତାକା ଉଡିବା ଘଟଣା । ବିଜେପି ପକ୍ଷରୁ ଆସିକା ଥାନାରେ ଏତଲା । ଗଞ୍ଜାମ ଜିଲ୍ଲା ଆସିକା ସହର ଉପକଣ୍ଠରେ ଥିବା ଜାମିଆ ମସଜିଦ ଠାରେ ଗତ ୧୦ରୁ ପାକିସ୍ତାନ ପତାକା ଉଡିବା ଦେଖାଯାଇଥିଲା । ଜାଣିଶୁଣି ଏହି ପତାକା ଲଗାଯାଇଥିବା ମନେକରାଯାଉଛି । ଏହାକୁ ନେଇ ଆସିକା ବିଜେପି ପକ୍ଷରୁ ଏକ ଲିଖିତ ଅଭିଯୋଗ ହୋଇଥିଲା । ସେପଟେ ଏହା କାହିଁକି କରାଯାଇଛି ? ସେଠାରେ କିଏ ଲଗାଇଛନ୍ତି । ଆଉ ସୋସିଆଲ ମିଡିଆରେ ପ୍ରସାରିତ ହେବା ପରେ କିଏ ବାହାର କରିଛନ୍ତି ତାହା ତଦନ୍ତ ସାପେକ୍ଷ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ