ଚୀନ ନାଗରିକଙ୍କ ସୁରକ୍ଷା ପାଇଁ ପାକିସ୍ତାନ କରିଛି ସେନା ମୁତୟନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚୀନ ନାଗରିକଙ୍କ ସୁରକ୍ଷା ପାଇଁ ପାକିସ୍ତାନ କରିଛି ସେନା ମୁତୟନ । ଖୈବର ପଖତୁନଖ୍ବା ଅଞ୍ଚଳରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟରେ ନିୟୋଜିତ ଚୀନ୍ ନାଗରିକଙ୍କ ସୁରକ୍ଷା ପାଇଁ ପାକିସ୍ତାନ ସ୍ବତନ୍ତ୍ର ସୁରକ୍ଷା ବାହିନୀର ୧୫୦୦ ପୁଲିସଙ୍କୁ ନିୟୋଜିତ କରିଛି। ଏସ୍‌ଏସ୍‌ୟୁ କର୍ମୀଙ୍କ ଛଡ଼ା ବିଭିନ୍ନ ଜିଲ୍ଲା ପୁଲିସ ଏବଂ ଇଲାଇଟ ଫୋର୍ସ ତଥା ପ୍ରଣ୍ଟିୟର ରିଜର୍ଭ ପୁଲିସ କର୍ମଚାରୀଙ୍କୁ ମଧ୍ୟ ଉକ୍ତ ଉତ୍ତରପଶ୍ଚିମ ପ୍ରଦେଶରେ ମୁତୟନ କରାଯାଇଛି।

ଆଇଜି ଅଖତର ହାୟତ ଖାନ୍‌ଙ୍କ କହିବା ଅନୁସାରେ ପାକିସ୍ତାନରେ ସମ୍ପ୍ରତି ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଇଥିବାରୁ ପେଶାୱାର ଅଞ୍ଚଳରେ କାର୍ଯ୍ୟରତ ଚୀନ୍ ନାଗରିକମାନଙ୍କୁ ସୁରକ୍ଷା ଦେବା ପାଇଁ ପାକିସ୍ତାନ ସରକାର ଉପରୋକ୍ତ ପଦକ୍ଷେପ ନେଇଛନ୍ତି। ସେ କହିଛନ୍ତି ଯେ ଗତବର୍ଷ ଖୈବର ପଖତୁନଖ୍ବା ଅଞ୍ଚଳରେ ୪୯୫ଟି ଆତଙ୍କବାଦୀ ଆକ୍ରମଣ ଘଟିଛି। ଏ ପରିସ୍ଥିତିରେ ବିଦେଶୀ ନାଗରିକଙ୍କୁ ସୁରକ୍ଷା ଦେବା ସରକାରଙ୍କ ପାଇଁ ବଡ଼ ଚ୍ୟାଲେଂଜ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’