Masthead

ଭାରତ ଆସିବେ ପାକିସ୍ତାନ ଖେଳାଳି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତରୁ ମିଳିଲା ଅନୁମତି । ଭାରତରେ ପ୍ରବେଶ କରିବେ ପାକିସ୍ତାନୀ । ପହଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ଅପରେସନ୍ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ପୁଣିଥରେ କ୍ରୀଡ଼ା ଇଭେଣ୍ଟ ଆରମ୍ଭ ହେବାକୁ ଯାଉଛି ।

ଅଗଷ୍ଟ ୨୯ରେ ଆରମ୍ଭ ହେବାକୁ ଯାଉଛି ଏସିଆ କପ୍ ହକି । ଏସିଆ କପ୍ ଖେଳିବାକୁ ଭାରତ ଆସିବ ପାକିସ୍ତାନ ହକି ଟିମ୍ । କେନ୍ଦ୍ର କ୍ରୀଡ଼ା ମନ୍ତ୍ରାଳୟ ପକ୍ଷରୁ ଏନେଇ ମଞ୍ଜୁରୀ ମିଳିଛି । ବିହାରରେ ଅନୁଷ୍ଠିତ ହେବାକୁ ଥିବା ହକି ଏସିଆ କପ୍ ପାଇଁ ପାକିସ୍ତାନୀ ଦଳକୁ ଭାରତ ଆସିବାରୁ ବାରଣ କରାଯିବ ନାହିଁ । ସରକାର ଭାରତରେ ଅନୁଷ୍ଠିତ ହେବାକୁ ଥିବା ବହୁ- ରାଷ୍ଟ୍ରୀୟ ଇଭେଣ୍ଟର କୌଣସି ଦଳ ଅଂଶଗ୍ରହଣ କରିବା ବିରୋଧରେ ନୁହେଁ । ଅନ୍ତର୍ଜାତୀୟ ଆବଶ୍ୟକତାକୁ ବିଚାରକୁ ନେଇ କ୍ରୀଡାରେ ଅଂଶଗ୍ରହଣକୁ ଅସ୍ୱୀକାର କରାଯାଇପାରିବ ନାହିଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା