Masthead

କରାଚି ବନ୍ଦର ଭଡ଼ାରେ ଦେବ ପାକିସ୍ତାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦୟନୀୟ ଅବସ୍ଥା ଦେଇ ଗତି କରୁଛି ପାକିସ୍ତାନ । ଆର୍ଥିକ ସ୍ଥିତି ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି । ଏବେ ସାମ୍ନାକୁ ଆସିଛି ଆଉ ଗୋଟେ ଖବର । ଆର୍ଥିକ ସ୍ଥିତିରୁ  ମୁକ୍ତି ପାଇଁ ଏବେ କରାଚି ବନ୍ଦରକୁ ଭଡ଼ା ସୂତ୍ରରେ ୟୁଏଇକୁ ଦେବ ପାକିସ୍ତାନ । ଏଥିରୁ ଯାହା ଅର୍ଥ ମିଳିବ ତାକୁ ଆଇଏମଏଫକୁ ଦେଇ ଋଣ ପରିଶୋଧ କରିବ ବୋଲି ଜଣାପଡିଛି ।

ପାକିସ୍ତାନ ଅର୍ଥମନ୍ତ୍ରୀ ଇସାକ ଦାରଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି । ୟୁଏଇକୁ ପୋର୍ଟ ହସ୍ତାନ୍ତର କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏପଟେ ବିଭିନ୍ନ ଦେଶର ରାଷ୍ଟ୍ରଦୁତଙ୍କ ସହ ସାକ୍ଷାତ କରୁଛନ୍ତି ପ୍ରଧାନମନ୍ତ୍ରୀ ସେହେବାଜ ସରିଫ । ଆଇଏମଏଫରୁ ଋଣ ଆଣିବା ନେଇ ଅନ୍ୟ ଦେଶର ସମର୍ଥନ ଲୋଡିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି