Masthead

ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଭାରତ ଆଗରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ । ଭାରତ ସହ ଶାନ୍ତି ଆଲୋଚନା ଚାହୁଁ କହିଲେ ଶେହୱାଜ୍ ସରିଫ୍ । ଆତଙ୍କବାଦ ଉପରେ କଥାବାର୍ତ୍ତା ପାଇଁ ଆମେ ପ୍ରସ୍ତୁତ । ବାଣିଜ୍ୟ, ସୀମା ପ୍ରସଙ୍ଗରେ ବି ଆଲୋଚନା ଚାହୁଁଛୁ । ସିନ୍ଧୁ ଜଳ ଚୁକ୍ତିକୁ ନେଇ ଏବେ ଭାରତ ସହ କଥା ହେବାକୁ ରାଜି ହୋଇଛନ୍ତି ସେହବାଜ । ଇରାନ୍‌ ଗସ୍ତରେ ଥିବା ସେହବାଜ ସରିଫ ସେଠାରେ କହିଛନ୍ତି, ଭାରତ ସହ ସବୁ ପ୍ରସଙ୍ଗରେ ଆଲୋଚନା କରିବାକୁ ପ୍ରସ୍ତୁତ ଅଛନ୍ତି । ଅପରେସନ୍ ସିନ୍ଦୂରର ସଫଳତା ପରେ ପାକିସ୍ତାନକୁ ଅନ୍ତରାଷ୍ଟ୍ରୀୟ ସ୍ତରରେ ଘେରିବାକୁ ଲାଗିଛି ଭାରତ ।

ଆତଙ୍କବାଦ ପ୍ରସଙ୍ଗ, ପହଲଗାମ ଆକ୍ରମଣ, ପାକିସ୍ତାନର ଆତଙ୍କୀ ପ୍ରେମ ଓ ଭାରତର ଅପରେସନ୍ ସିନ୍ଦୂରର ସଫଳତା ନେଇ ବିଭିନ୍ନ ଦେଶରେ ଆଲୋଚନା କରୁଛନ୍ତି ଭାରତୀୟ ପ୍ରତିନିଧି ଦଳ । ଆଉ ଭାରତର ଏଭଳି କଡ଼ା ଆଭିମୁଖ୍ୟ ଦେଖି ନିଜ ଛବି ସୁଧାରିବାକୁ ଚାହୁଛି ପାକିସ୍ତାନ । ଏହି ପରିପ୍ରେକ୍ଷୀରେ ଭାରତ ସହ ଆଲୋଚନା କରିବାକୁ ପ୍ରସ୍ତାବ ଦେଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ