Masthead

୧୯୧ ରନରେ ଅଲଆଉଟ୍ ହେଲା ପାକିସ୍ତାନ, ଟିମ୍ ଇଣ୍ଡିଆକୁ ବିଜୟ ଲକ୍ଷ୍ୟ ୧୯୨ ରନ୍

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):୧୯୧ ରନରେ ଅଲଆଉଟ୍ ହେଲା ପାକିସ୍ତାନ । ଟିମ୍ ଇଣ୍ଡିଆକୁ ବିଜୟ ଲକ୍ଷ୍ୟ ୧୯୨ ରନ୍ । ଆଜି ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଉଥିବା ଭାରତ-ପାକିସ୍ତାନ ମ୍ୟାଚରେ ଅଲଆଉଟ୍ ହେଇଛି ପାକିସ୍ତାନ ଟିମ୍ । ପ୍ରଥମ ଇଂନିସରେ ୧୯୧ ରନ୍ କରିବାକୁ ସକ୍ଷମ ହେଇପାରିଛି ବାବର ବାହିନୀ । ଫଳରେ ମ୍ୟାଚ୍ ଜିତିବାକୁ ଟିମ୍ ଇଣ୍ଡିଆକୁ ଏବେ ୧୯୨ ରନ୍ କରିବାକୁ ହେବ ।

ଆଜି ପ୍ରଥମେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ ରୋହିତ । ପ୍ରଥମରୁ ପାକିସ୍ତାନୀ ବ୍ୟାଟ୍ସମ୍ୟାନ୍ ଭଲ ଆରମ୍ଭ କରିଥିଲେ ବି, ଭାରତୀୟ ବୋଲିଂ ଆଗରେ କିନ୍ତୁ ଫେଲ୍ ମାରିଥିଲେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ୍ । ଟିମ୍ ଇଣ୍ଡିଆ ପକ୍ଷରୁ ଜଶପ୍ରୀତ ବୁମରା, ମହମ୍ମଦ ସିରାଜ, ହାର୍ଦ୍ଦିକ ପାଣ୍ଡ୍ୟା, କୁଲଦୀପ ଯାଦବ ରବୀନ୍ଦ୍ର ଜାଡେଜା ସମସ୍ତେ ୨ଟି ଲେଖାଏଁ ସଫଳତା ପାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼