Masthead

ପାକିସ୍ତାନ ସୀମା ପାର କରି ଭାରତକୁ ପଶିଲା ବେଳେ ଗିରଫ ହେଲେ ରେଞ୍ଜର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ସୀମା ପାର କରି ଭାରତକୁ ପଶି ଆସୁଥିଲେ ରେଞ୍ଜର । ଗିରଫ କଲେ ବିଏସଏଫ ଯବାନ । ସମ୍ପୃକ୍ତ ପାକିସ୍ତାନୀ ରେଞ୍ଜର ଜଣକ ସୀମା ପାର ହୋଇ ଭାରତ ପଟକୁ ଚାଲିଆସିଥିଲେ । ରାଜସ୍ଥାନର ରାଏସିଂହନଗରରେ ପାକିସ୍ତାନୀ ଯବାନ ଜଣକ ଅନୁପ୍ରବେଶ କରିବା ପରେ ତାଙ୍କୁ ତୁରନ୍ତ ସେଠାରେ ପାଟ୍ରୋଲିଂ କରୁଥିବା ଭାରତୀୟ ସୀମା ସୁରକ୍ଷା ବାହିନୀର ଯବାନମାନେ ଧରିପକାଇଥିଲେ ।

ଏହାପରେ ତାଙ୍କୁ ଗିରଫ କରାଯାଇଛି । ପୂର୍ବରୁ ଜଣେ ଭାରତୀୟ ଯବାନ ଭୁଲରେ ପାକିସ୍ତାନ ପଟକୁ ଚାଲିଯାଇଥିବା ବେଳେ ପାକିସ୍ତାନୀ ରେଞ୍ଜରମାନେ ତାଙ୍କୁ ଅଟକ ରଖିଛନ୍ତି । ଏପ୍ରିଲ ୨୨ରେ ପଞ୍ଜାବ ସୀମାରେ ବିଏସଏଫ୍ ଯବାନ ପୂର୍ଣ୍ଣ କୁମାର ସ’ ଭୁଲରେ ପାକିସ୍ତାନ ପଟକୁ ଚାଲିଯାଇଥିଲେ । ସେବେଠାରୁ ତାଙ୍କୁ ଅଟକ ରଖିଛି ପାକିସ୍ତାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା