Masthead

ଭୁବନେଶ୍ୱରରେ ପାକିସ୍ତାନୀ ମହିଳା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ବରରେ ଅଛନ୍ତି ଜଣେ ପାକିସ୍ତାନୀ ମହିଳା । ଦୀର୍ଘମିଆଦି ଭିସାରେ ୨୦୦୮ରୁ ଭୁବନେଶ୍ବରରେ ରହୁଛନ୍ତି । ତୁରନ୍ତ ପାକିସ୍ତାନ ଫେରିଯିବାକୁ କମିଶନରେଟ୍ ପୋଲିସର ନୋଟିସ୍ । ୨୦୨୪ରେ ମହିଳାଙ୍କ ଭିସା ଅବଧି ଶେଷ ହୋଇଯାଇଥିଲେ ମଧ୍ୟ ସେ ଭୁବନେଶ୍ୱରେ ରହୁଛନ୍ତି। ପହଲଗାମ ଆତଙ୍କବାଦୀ ଘଟଣାକୁ ନେଇ ଗତକାଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିଲେ ।

ଉକ୍ତ ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ପାକ୍‌ ନାଗରିକଙ୍କ ଭିଜା ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଥିଲେ। ନିଜ ରାଜ୍ୟରେ ଥିବା ପାକ୍‌ ନାଗରିକଙ୍କୁ ଚିହ୍ନଟ କର। ତାଙ୍କର ଭିଜା ବନ୍ଦ କରି ତୁରନ୍ତ ରାଜ୍ୟରୁ ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶକୁ ମାନି କମିଶନରେଟ୍‌ ପୋଲିସ ପକ୍ଷରୁ ଜୋର୍‌ଦାର୍‌ ତନାଘନା ଚାଲିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା