Masthead

ଭୁବନେଶ୍ୱରରେ ପାକିସ୍ତାନୀ ମହିଳା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ବରରେ ଅଛନ୍ତି ଜଣେ ପାକିସ୍ତାନୀ ମହିଳା । ଦୀର୍ଘମିଆଦି ଭିସାରେ ୨୦୦୮ରୁ ଭୁବନେଶ୍ବରରେ ରହୁଛନ୍ତି । ତୁରନ୍ତ ପାକିସ୍ତାନ ଫେରିଯିବାକୁ କମିଶନରେଟ୍ ପୋଲିସର ନୋଟିସ୍ । ୨୦୨୪ରେ ମହିଳାଙ୍କ ଭିସା ଅବଧି ଶେଷ ହୋଇଯାଇଥିଲେ ମଧ୍ୟ ସେ ଭୁବନେଶ୍ୱରେ ରହୁଛନ୍ତି। ପହଲଗାମ ଆତଙ୍କବାଦୀ ଘଟଣାକୁ ନେଇ ଗତକାଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିଲେ ।

ଉକ୍ତ ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ପାକ୍‌ ନାଗରିକଙ୍କ ଭିଜା ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଥିଲେ। ନିଜ ରାଜ୍ୟରେ ଥିବା ପାକ୍‌ ନାଗରିକଙ୍କୁ ଚିହ୍ନଟ କର। ତାଙ୍କର ଭିଜା ବନ୍ଦ କରି ତୁରନ୍ତ ରାଜ୍ୟରୁ ବନ୍ଦ କରିବାକୁ ଶାହା ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶକୁ ମାନି କମିଶନରେଟ୍‌ ପୋଲିସ ପକ୍ଷରୁ ଜୋର୍‌ଦାର୍‌ ତନାଘନା ଚାଲିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ