Masthead

ଟ୍ରାକ୍ଟର ରାଲିରେ ପାକିସ୍ତାନର ନଜର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ନଜରରେ ଟ୍ରାକ୍ଟର ରାଲି । ରାଲିରେ ଗଣ୍ଡଗୋଳ ସୃଷ୍ଟି କରିବା ପାଇଁ ପାକିସ୍ତାନର ଯୋଜନା । ଦିଲ୍ଲୀ ପୋଲିସ ଟ୍ରାକ୍ଟର ରାଲିକୁ ଅନୁମତି ଦେଇଥିବା ବେଳେ ଏହି ରାଲି ଉପରେ ପାକିସ୍ତାନର ନଜର ଥିବା ଦିଲ୍ଲୀ ପୋଲିସ ପକ୍ଷରୁ ସୂଚନା ମିଳିଛି । ପାକିସ୍ତାନ କୃଷକଙ୍କ ଟ୍ରାକ୍ଟର ରାଲିକୁ ଟାର୍ଗେଟ କରି ଷଡଯନ୍ତ୍ର କରୁଥିବା ସ୍ପେଶାଲ କମିଶନର ଦୀପେନ୍ଦ୍ର ପାଠକ କହିଛନ୍ତି ।

ପାକିସ୍ତାନରେ ୩ ଶହରୁ ଅଧିକ ଟ୍ୱିଟର ହ୍ୟାଣ୍ଡେଲ ତିଆରି କରାଯାଇଛି । ରାଲିରେ ଅଶାନ୍ତି ସୃଷ୍ଟି କରିବା ପାଇଁ ଯୋଜନା ରଖିଥିବା ଗୁଇନ୍ଦା ଏଜେନ୍ସି ମାଧ୍ୟମରେ ସୂଚନା ମିଳିଥିବା ଦୀପେନ୍ଦ୍ର ପାଠକ କହିଛନ୍ତି । ତେବେ ପାକିସ୍ତାନର ଏହି ଟ୍ୱିଟର ହ୍ୟାଣ୍ଡେଲ ବିଷୟରେ ଚାଷୀଙ୍କୁ ଅବଗତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା