Masthead

ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର

ପାଲଲହଡା (ବଡ଼ ଖବର ବ୍ୟୁରୋ): ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର । ଗୁରୁତର ଅବସ୍ଥାରେ ପାଳଲହଡା ଡାକ୍ତରଖାନାରେ ଭର୍ତ୍ତି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଅନୁଗୋଳ ଜିଲ୍ଲା ପାଳଲହଡା ଥାନା ଶ୍ୟାମସୁନ୍ଦରପୁର ଗ୍ରାମରେ । ସୂଚନା ଅନୁଯାୟୀ ଉକ୍ତ ଗ୍ରାମର ଗୀତା ମୁଣ୍ଡା ଓ ତାଙ୍କ ସ୍ୱାମୀ ସିଧୁ ମୁଣ୍ଡାଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇ ଥିଲା ।

ଏଥିରେ ଉତକ୍ଷିପ୍ତ ହୋଇ ସିଧୁ ଏକ ଟାଙ୍ଗିଆରେ ସ୍ତ୍ରୀର ମୁଣ୍ଡକୁ ହାଣି ଥିଲା । ଗୁରୁତର ଅବସ୍ଥାରେ ପରିବାର ଲୋକେ ପାଳଲହଡା ଡାକ୍ତରଖାନା ଭର୍ତ୍ତି କରିଥିଲେ । ଖବର ପାଇ ପାଳଲହଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସ୍ୱାମୀ ସିଧୁ ମୁଣ୍ଡା ଫେରାର ଥିବା ଜଣା ପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ