Masthead

ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର

ପାଲଲହଡା (ବଡ଼ ଖବର ବ୍ୟୁରୋ): ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର । ଗୁରୁତର ଅବସ୍ଥାରେ ପାଳଲହଡା ଡାକ୍ତରଖାନାରେ ଭର୍ତ୍ତି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଅନୁଗୋଳ ଜିଲ୍ଲା ପାଳଲହଡା ଥାନା ଶ୍ୟାମସୁନ୍ଦରପୁର ଗ୍ରାମରେ । ସୂଚନା ଅନୁଯାୟୀ ଉକ୍ତ ଗ୍ରାମର ଗୀତା ମୁଣ୍ଡା ଓ ତାଙ୍କ ସ୍ୱାମୀ ସିଧୁ ମୁଣ୍ଡାଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇ ଥିଲା ।

ଏଥିରେ ଉତକ୍ଷିପ୍ତ ହୋଇ ସିଧୁ ଏକ ଟାଙ୍ଗିଆରେ ସ୍ତ୍ରୀର ମୁଣ୍ଡକୁ ହାଣି ଥିଲା । ଗୁରୁତର ଅବସ୍ଥାରେ ପରିବାର ଲୋକେ ପାଳଲହଡା ଡାକ୍ତରଖାନା ଭର୍ତ୍ତି କରିଥିଲେ । ଖବର ପାଇ ପାଳଲହଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସ୍ୱାମୀ ସିଧୁ ମୁଣ୍ଡା ଫେରାର ଥିବା ଜଣା ପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା