ପଣାସଂକ୍ରାନ୍ତି, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପଣାସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି । ଆଜି ମହାବୀର ଜୟନ୍ତୀ ମଧ୍ୟ ପାଳନ କରାଯାଏ । ପଣାସଂକ୍ରାନ୍ତିରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ହୋଇଥାଏ । ସକାଳ ଧୂପ ନୀତି ପରେ ଦକ୍ଷିଣ ଘରେ ଥିବା ଶ୍ରୀହନୁମାନଙ୍କୁ ରତ୍ନ ସିଂହାସନକୁ ଅଣାଯାଇ ଆଜ୍ଞାମାଳ ପ୍ରଦାନ କରାଯାଏ । ପରେ ମୁକ୍ତିମଣ୍ଡପ ତଳେ ଥିବା ବିମାନରେ ବସାଇ ବିଜେ କରାଯାଏ । ବିମାନ ବଡ଼ୁ ସେବକ ଜଗନ୍ନାଥବହ୍ଲବ ମଠକୁ ନିଅନ୍ତି । ସବୁ ନୀତିକାନ୍ତି ସରିବା ପରେ ଶ୍ରୀହନୁମାନଙ୍କ ବାହୁଡ଼ା ବିଜେ କରି ଦେଉଳକୁ ଅଣାଯାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’