Masthead

ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବିଳମ୍ବରେ ହେବ ପଞ୍ଚାୟତ ନିର୍ବାଚନ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ । ଆସନ୍ତା ବର୍ଷ ମାର୍ଚ୍ଚ ୧୦ ତାରିଖରେ ସରୁଛି ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ । ତେବେ ଏହା ଆଗରୁ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ପ୍ରକ୍ରିୟା ଶେଷ ହେବା କଥା । କିନ୍ତୁ କାର୍ଯ୍ୟ ଶେଷ ହୋଇ ନଥିବାରୁ ନିର୍ବାଚନ ବିଳମ୍ବ ହେବାର ସମ୍ଭାବନା ରହିଛି ।

ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ କାର୍ଯ୍ୟ ଯଥାଶୀଘ୍ର କରିବାକୁ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବାରମ୍ବାର ରାଜ୍ୟ ସରକାରଙ୍କୁ ପତ୍ର ଲେଖାଯାଇଥିଲେ ମଧ୍ୟ ସରକାର ଏହାକୁ ଶେଷ କରିନାହାନ୍ତି । ତେବେ ପୂର୍ବରୁ ଏହି କୋଟା ପ୍ରସଙ୍ଗକୁ ନେଇ ପୌର ନିର୍ବାଚନ ବି ହୋଇ ପାରିନି । ବିନା ଲୋକ ପ୍ରତିନିଧିରେ ଚାଲିଛି ସହରର ପ୍ରଶାସନ । ଆଉ ବର୍ତ୍ତମାନ ଗ୍ରାମାଞ୍ଚଳରେ ବି ସମାନ ଦଶା ହେବାର ଆଶଙ୍କା ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ବଢ଼ିବ ବର୍ଷା! 🔴 ବୈତରଣୀ ପାୱାର ପ୍ରୋଜେକ୍ଟକୁ ନୋଟିସ୍‌ 🔴 ଆକ୍ସନ ମୋଡରେ ପୋଲିସ, ଭାଙ୍ଗିଲା ଅଟୋ ଷ୍ଟାଣ୍ଡ 🔴 ମାଷ୍ଟରକ୍ୟାଣ୍ଟିନ ହିଂସାରେ ୧୧୩ ଗିରଫ, ରଦ୍ଦ ହେବ ଲାଇସେନ୍ସ! 🔴 ପୁଣି ବଢ଼ିବ ବର୍ଷା ପରିମାଣ! 🔴 କେବେ ବାହାରିବେ ଦାରା ସିଂ,ରାଗିଗଲେ ସୁୁପ୍ରିମକୋର୍ଟ 🔴 ଓଡ଼ିଶା ପାଇଁ ବଡ଼ ରେଲୱେ ଭେଟି ଦେଲେ କେନ୍ଦ୍ର ସରକାର 🔴 ଲୋୟର ପିଏମଜିରେ ଅନଲାଇନ ଗାଡ଼ି ଚାଳକ-ପୋଲିସ ମୁହାଁମୁହିଁ 🔴 ଶିବାଜୀ ମାଝୀଙ୍କ ପରଲୋକ 🔴 ଫୁଲୁଛି ସୁବର୍ଣ୍ଣରେଖା, ଜଳବନ୍ଦୀରେ ଗାଁ 🔴 ପୁଣି ବଢ଼ିବ ବର୍ଷା! 🔴 ବୈତରଣୀ ପାୱାର ପ୍ରୋଜେକ୍ଟକୁ ନୋଟିସ୍‌ 🔴 ଆକ୍ସନ ମୋଡରେ ପୋଲିସ, ଭାଙ୍ଗିଲା ଅଟୋ ଷ୍ଟାଣ୍ଡ 🔴 ମାଷ୍ଟରକ୍ୟାଣ୍ଟିନ ହିଂସାରେ ୧୧୩ ଗିରଫ, ରଦ୍ଦ ହେବ ଲାଇସେନ୍ସ! 🔴 ପୁଣି ବଢ଼ିବ ବର୍ଷା ପରିମାଣ! 🔴 କେବେ ବାହାରିବେ ଦାରା ସିଂ,ରାଗିଗଲେ ସୁୁପ୍ରିମକୋର୍ଟ 🔴 ଓଡ଼ିଶା ପାଇଁ ବଡ଼ ରେଲୱେ ଭେଟି ଦେଲେ କେନ୍ଦ୍ର ସରକାର 🔴 ଲୋୟର ପିଏମଜିରେ ଅନଲାଇନ ଗାଡ଼ି ଚାଳକ-ପୋଲିସ ମୁହାଁମୁହିଁ 🔴 ଶିବାଜୀ ମାଝୀଙ୍କ ପରଲୋକ 🔴 ଫୁଲୁଛି ସୁବର୍ଣ୍ଣରେଖା, ଜଳବନ୍ଦୀରେ ଗାଁ