Masthead

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ପଞ୍ଚାୟତବାସୀ

ମୟୂରଭଞ୍ଜ (ବଡ଼ ଖବର ବ୍ୟୁରୋ): ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ପଞ୍ଚାୟତବାସୀ । ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ କରି ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଛନ୍ତି ଉତ୍ତ୍ୟକ୍ତ ଗ୍ରାମବାସୀ । ଏଭଳି ଏକ ଖବର ଆସିଛି ମୟୂରଭଞ୍ଜ ଜିଲ୍ଲା ଶୁଳିଆପଦା ବ୍ଲକର ଫାନିଆ ପଞ୍ଚାୟତରେ।

ପୁରୁଣା ପଞ୍ଚାୟତ ଘର ପାଖରେ ନୂତନ ପଞ୍ଚାୟତ ଗୃହ ନିର୍ମାଣ ପାଇଁ ଗ୍ରାମବାସୀ ଚାହୁଁଥିଲା ବେଳେ ଉକ୍ତ ସରପଞ୍ଚ ଜଣଙ୍କ ନିଜ ଗ୍ରାମ ଟେଣ୍ଟପୋଷି ଠାରେ ତିଆରି କରୁଛନ୍ତି । ଏହାକୁ ବିରୋଧ କରି ଗ୍ରାମବାସୀ ଦୀର୍ଘ ଦିନ ଧରି ପ୍ରତିବାଦ କରୁଥିବା ବେଳେ ଏହାର କୌଣସି ସୁଫଳ ମିଳିନଥିଲା ,ଏହାକୁ ତିବ୍ର ଭାବେ ବିରୋଧ କରୁଛନ୍ତି ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା