Masthead

ସନ୍ୟାସ ନେଲେ, କ୍ଷମା ମାଗିଲେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକ୍ରିୟ ରାଜନୀତିରୁ ଅବସର ଘୋଷଣା କଲେ ପାଣ୍ଡିଆନ। ଏକ ଭିଡିଓ ବାର୍ତ୍ତ ଜରିଆରେ ଘୋଷଣା କଲେ ଭିକେ ପାଣ୍ଡିଆନ । ରାଜନୀତି ଛାଡ଼ିବା ସହ ଦଳୀୟ କର୍ମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କଲେ ପାଣ୍ଡିଆନ୍ ।

ନିର୍ବାଚନ ପ୍ରଚାର ସମୟରେ ଏକ ସଭାରେ ପାଣ୍ଡିଆନ୍‌ ଘୋଷଣା କରିଥିଲେ ଯେ ଯଦି ନବୀନ ପଟ୍ଟନାୟକ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ନ ହେବେ ତେବେ ସେ ରାଜନୀତିରୁ ସନ୍ୟାସ ନେବେ । ତେବେ ଚଳିତ ନିର୍ବାଚନରେ ବିଜେଡିର ଶୋଚନୀୟ ପରାଜୟ ପରେ ଆଜି ଏକ ଭିଡିଓ ଜାରି କରି ରାଜନୀତିରୁ ଅବସର ଘୋଷଣା କଲେ ଭିକେ ପାଣ୍ଡିଆନ୍‌।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି