Masthead

କିଛି ଦିନ ପରେ ବିଜେଡି ଛଡା ରାଜ୍ୟରେ ଆଉ କୌଣସି ଦଳ ନଥିବ: ପ୍ରଫୁଲ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ଦଳ ପୂର୍ଣ୍ଣ ଅଛି । ଆଉ କାହାକୁ ଡାକି ଦଳରେ ସାମିଲ କରିବା ଆବଶ୍ୟକତା ନାହିଁ । ନବୀନ ପଟ୍ଟନାୟକଙ୍କ ଇଛା ଶକ୍ତିକୁ ପୂରଣ କରିବା ପାଇଁ ପାଣ୍ଡିଆନ ଦିନ ରାତି କାମ କରୁଛନ୍ତି କହିଲେ ବିଜେଡି ଉପସଭାପତି ପ୍ରଫୁଲ ସାମଲ । ପ୍ରଫୁଲ କହିଛନ୍ତି, ଆଉ କିଛି ଦିନ ପରେ ବିଜେଡି ଛଡା ରାଜ୍ୟରେ ଆଉ କୌଣସି ଦଳ ନଥିବ । ନବୀନ ପଟ୍ଟନାୟକଙ୍କ ନେତୃତ୍ୱକୁ ଚ୍ୟାଲେଞ୍ଜ କଲା ଭଳି କି ପ୍ରତିବାଦ କଲା ଭଳି କେହି ଲୋକ ଦଳରେ ନାହାନ୍ତି । ଦଳର କାର୍ୟ୍ୟକ୍ରମ କରିବା, ଲୋକ ସମ୍ପର୍କ ବଢ଼େଇବା,ଯୋଜନାର କାର୍ୟ୍ୟ କାରିତା କୁ ଦେଖିବା, ଲାଗି ନବୀନ ନିବାସ ବୈଠକରେ ଆଲୋଚନା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି