Masthead

‘ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚର ହେବ ତଦନ୍ତ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ବଡ଼ ବୟାନ । କହିଛନ୍ତି ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚର ତଦନ୍ତ ଚାଲିଛି । ଖୁବଶୀଘ୍ର କାର୍ୟ୍ୟାନୁଷ୍ଠାନ ନିଆଯିବ । ଜଣେ ଯଦି ସର୍ବସମ୍ମୁଖରେ ରାଜକୋଷକୁ ଲୁଣ୍ଠନ କରିବେ, ଏହା କେବେ ଗ୍ରହଣୀୟ ହେବ ନାହିଁ ବୋଲି କହିଛନ୍ତି ବିଭୂତି ଜେନରା । ସେ ଆହୁରି ମଧ୍ୟ କହିଛନ୍ତି ଆମ ସରକାର ଏକଥାକୁ ପୂରା ନଜର ରଖିଛି ।

ଅପେକ୍ଷା କରନ୍ତୁ, ତଦନ୍ତ ଚାଲିଛି । କାର୍ୟ୍ୟାନୁଷ୍ଠାନ ହେବ । ହେଲିକପ୍ଟର କିଏ ନେଇପାରିବ, ତାର ଏକ ବିଧି ରହିଛି । ଏହାର ଉଲ୍ଲଙ୍ଘନ ହେଲେ, କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ । ଯିଏ ଦୋଷ କରିଛି, ତା ଉପରେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ହେବ । ଏ ଘଟଣାର ଆଉ ପୁନରାବୃତ୍ତି ନହେଉ । ଆମ ସରକାର ଏ ନେଇ ପ୍ରତିଶ୍ରୁତି ବଦ୍ଧ । ଲୋକ ମଧ୍ୟ ଏହାକୁ ମଧ୍ୟ ଚାହିଁ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା? 🔴 ଏମିତି ବି ଆସେ ମୃତ୍ୟୁ 🔴 ଦିଲ୍ଲୀ ବିସ୍ଫୋରଣ, ମିଳିଲା ୯ ଏମ୍ଏମ୍‌ର ୩ଟି କ୍ୟାଟ୍ରିଜ୍ 🔴 ପୂର୍ବ ଶତ୍ରୁତା ହେଲା କାଳ, ପୋଲିସକୁ ପଥରରେ ଛେଚି ହତ୍ୟା 🔴 ଟଳିଲେ ୩ ନକ୍ସଲ 🔴 ବଢ଼ୁଛି ଶୀତ, ଥରୁଛି ଓଡ଼ିଶା 🔴 ବିସ୍ଫୋରଣରେ ଉଡ଼ିଗଲା ଥାନା, ୭ଜଣ ମୃତ 🔴 ଜୟଙ୍କ ବଡ଼ ବିଜୟ 🔴 ନବୀନଙ୍କ ‘ବେଇମାନ’ ଶବ୍ଦ ପଡ଼ିଲା ମହଙ୍ଗା 🔴 କିଏ ପିନ୍ଧିବ ନୂଆପଡ଼ା ତାଜ? 🔴 କାହାର ହେବ ନୂଆପଡ଼ା ବିଧାନସଭା?