Masthead

ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ଚଣ୍ଡିଗଡ଼(ବଡ଼ ଖବର ବ୍ୟୁରୋ): ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ କରୋନା । ଆମେ ପଞ୍ଜାବ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କଥା କହୁଛୁ । ସାଙ୍ଗରୁରରେ ରାହୁଲ ଗାନ୍ଧୀଙ୍କ ସହ ଟ୍ରାକ୍ଟର ରାଲିରେ ଯୋଗଦେଇଥିବା ପଞ୍ଜାବ ସ୍ୱାସ୍ଥ୍ୟମନ୍ତ୍ରୀ ବଲବୀର ସିଦ୍ଧୁ କରୋନା ସଂକ୍ରମିତ ହୋଇଛନ୍ତି। ସଂକ୍ରମଣର ପ୍ରାଥମିକ ଲକ୍ଷଣ ଦେଖାଇବା ପରେ ମଙ୍ଗଳବାର ସେ କରୋନା ପରୀକ୍ଷା କରାଇଥିଲେ । ପରୀକ୍ଷାରେ ବାହାରିଥିଲା ପଜେଟିଭ । ସେ ଏବେ ହୋମ୍ କ୍ୱାରେନ୍ଣ୍ଟାଇନ୍ରେ ଅଛନ୍ତି । ସେଠାରେ ତାଙ୍କୁ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି।

ଟ୍ରାକ୍ଟର ରାଲିରେ ରାହୁଲ ଗାନ୍ଧୀଙ୍କ ସହ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ, ସ୍ୱାସ୍ଥ୍ୟମନ୍ତ୍ରୀ, କଂଗ୍ରେସ ଦାୟିତ୍ୱରେ ଥିବା ହରିଶ ରାୱତ, ପଞ୍ଜାବ କଂଗ୍ରେସ ସଭାପତି ସୁନୀଲ ଜାଖର ଏବଂ ଦଳର ଅନ୍ୟ ବରିଷ୍ଠ ନେତା ଯୋଗଦେଇଥିଲେ । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟମନ୍ତ୍ରୀ ବଲବୀର ସିଦ୍ଧୁଙ୍କୁ ଜ୍ୱର ହେବା ସହ ସେ ଯନ୍ତ୍ରଣା ଅନୁଭବ କରିଥିଲେ। ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ ଗତ ଏକ ସପ୍ତାହ ମଧ୍ୟରେ ସେମାନଙ୍କ ସହ ଯୋଗାଯୋଗରେ ଆସିଥିବା ଲୋକମାନଙ୍କର କରୋନା ପରୀକ୍ଷା କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା