Masthead

ତାଲିବାନ କବଜାରେ ପଞ୍ଜଶିର

(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନରେ ସରକାର ଗଠନ କରିବାର କିଛି ସମୟ ପୂର୍ବରୁ ତାଲିବାନ ବାହିନୀ ଶୁକ୍ରବାର ରାତିରେ ପଞ୍ଜଶିର ଦଖଲ କରିଛି । ଏଥିସହ ଆଫଗାନିସ୍ତାନର ୩୪ ପ୍ରଦେଶ ତାଲିବାନ କବଜାରେ । ଏହି ସଙ୍ଗଠନ ସମଗ୍ର ଦେଶକୁ ନିଜ କବଜାକୁ ନେଇଥିବା ବେଳେ ପଞ୍ଜଶିର ଉପତ୍ୟକାକୁ ରେଜିଷ୍ଟାଣ୍ଟ ଫୋର୍ସ ଅକ୍ତିଆର କରି ରଖିଥିଲା । ଆଲ୍ଲାଙ୍କ କୃପାରୁ ଆମେ ସମଗ୍ର ଆଫଗାନିସ୍ତାନକୁ ଦଖଲ କରିଛୁ । ବିରୋଧୀ ପରାଜିତ ହୋଇଛନ୍ତି ବୋଲି ଜନୈକ ତାଲିବାନ କମାଣ୍ଡର କହିଛନ୍ତି । କବୁଲରେ ତାଲିବାନ ମାନେ ପଞ୍ଜଶିର ଦଖଲର ଉତ୍ସବ ମନାଉଥିବା ବେଳର ଦୃଶ୍ୟ ଦେଖିବାକୁ ମିଳିଛି ।

ଅନ୍ୟପକ୍ଷେ ବିରୋଧୀ ବାହିନୀର ନେତୃତ୍ୱ ନେଉଥିବା ପୂର୍ବତନ ଉପରାଷ୍ଟ୍ରପତି ଅମରୁଲ୍ଲା ସାଲେହ ଦେଶଛାଡି ପଳାଇଥିବା ଖବରକୁ ଅସ୍ୱୀକାର କରିଛନ୍ତି । ସେ ସେଠାରେ ଅଛନ୍ତି ଓ ଦେଶ ମାତୃକାର ମର୍ଯ୍ୟାଦା ରକ୍ଷା ପାଇଁ ପ୍ରତିଶୋଧ ଜାରିରଖିବେ ବେଲି କହିଛନ୍ତି। ପଞ୍ଜଶିର ପତନ ଖବରକୁ ସାଲେହଙ୍କ ପୁଅ ଏବାଦିଲ୍ଲା ଖଣ୍ଡନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ