Masthead

ସାପ ସହ ଖେଳୁଥିଲେ, ନାମ ନେଲେ

ପାପଡାହାଣ୍ଡି (ବଡ଼ ଖବର ବ୍ୟୁରୋ): : ମହଙ୍ଗା ପଡିଲା ସାପସହ ଖେଳ । ସାପ କାମୁଡିଦେବାରୁ ଯୁବକ ହେଲେ ଗୁରୁତର । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ଘାଟଗୁଡା ପଂଚାୟତ ପାତ୍ରଗୁଡା ଗାଁରେ ଦେଖିବାକୁ ମିଳିଛି ଏହି ଭଳି ଘଟଣା । ଯୁବକ ଜଣକ ହେଲେ ଗାଁର ରାଜ ଟାକ୍ରୀ । ପାପଡାହାଣ୍ଡି ମେଡିକାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ରାଜ ନିଜ ଘର ପାଖରେ ବସି ଥିଲେ ।

ଏହି ସମୟରେ ଗାଁର କେତେ ଜଣ ଯୁବକ ନଦୀ ଠାରୁ ଏକ ସାପ ଧରି ଯାଉଥିଲେ । ରାଜ ସେମାନଙ୍କୁ ଡାକି ସାପଟିକୁ ଦେବାକୁ କହିଥିଲେ । ସାପଟିକୁ ଆଣି ରାଜ ସାପ ସହିତ ଖେଳୁ ଥିଲେ । ଆସାବଧାନତାରୁ ସାପଟି ତାଙ୍କୁ କାମୁଡି ଦେଇଥିଲା । ପରିବାର ଲୋକଙ୍କୁ ସାପଟି କାମୁଡି ଥିବା ଜଣାଇବା ପରେ ତାଙ୍କୁ ପାପଡାହାଣ୍ଡି ମେଡିକାଲକୁ ନେଇଥିଲେ । ଏବେ ସ୍ୱାସ୍ଥ୍ୟାାବସ୍ଥା ସ୍ଥିର ଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା