Masthead

ଅମ୍ରିତପାଲ ସହଯୋଗୀ ପପଲପ୍ରୀତ ଗିରଫ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପଞ୍ଜାବ ପୋଲିସକୁ ବଡ ସଫଳତା । ଅମ୍ରିତପାଲ ସହଯୋଗୀ ପପଲପ୍ରୀତ ଗିରଫ ହୋଇଛି । ଖାଲିସ୍ତାନୀ ସମର୍ଥକ ଅମ୍ରିତପାଲ ସିଂଙ୍କ ଘନିଷ୍ଠ ସହଯୋଗୀ ହେଉଛି ପପଲପ୍ରୀତ ସିଂ । ସେପଟେ ମାର୍ଚ୍ଚ ୧୮ରୁ ଫେରାର ଥିବା ଅମ୍ରିତପାଲଙ୍କୁ ପୋଲିସ ଖୋଜୁଛି। ପଞ୍ଜାବ ପୋଲିସ ସ୍ପେଶାଲ ସେଲ ସହାୟତାରେ ଏକ ବଡ ଅପରେସନ କରାଯାଇ ପପଲପ୍ରୀତଙ୍କୁ ଗିରଫ କରାଯାଇଛି। ଗିରଫ ପରେ ପପଲପ୍ରୀତଙ୍କୁ କଡ଼ା ସୁରକ୍ଷାବଳୟ ମଧ୍ୟରେ ପଞ୍ଜାବ ପୋଲିସ ମୁଖ୍ୟାଳୟକୁ ଅଣାଯାଇଛି । ପୋଲିସ ଟିମ ସମେତ ଅନ୍ୟ ଏଜେନ୍ସି ମଧ୍ୟ କ୍ରମାଗତ ଭାବରେ ଅମୃତପାଲଙ୍କୁ ଖୋଜୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ